ମାଘ ମାସର ଅମାବାସ୍ୟାକୁ ମୌନୀ ଅମାବାସ୍ୟା ବା ତ୍ରିବେଣୀ ଅମାବାସ୍ୟା କୁହାଯାଏ
ମାଘ ମାସର ଅମାବାସ୍ୟାକୁ ମୌନୀ ଅମାବାସ୍ୟା ବା ତ୍ରିବେଣୀ ଅମାବାସ୍ୟା କହାଯାଏ । ଏହି ଦିନ କୁମ୍ଭ ମେଳାର ପବିତ୍ର ସ୍ଥାନରେ ବୁଡ଼ ପକାଇବାକୁ ଶ୍ରଦ୍ଧାଳୁମାନେ ଅଧିକ ପସନ୍ଦ କରନ୍ତି । ଅନେକ ଧାର୍ମିକ ବ୍ୟକ୍ତି ଏହିଦିନ ତ୍ରିବେଣୀ ସଙ୍ଗମରେ ସ୍ନାନ ପୂର୍ବକ ମୌନବ୍ରତ ପାଳନ କରନ୍ତି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମୌନୀ ଅମାବାସ୍ୟାରେ ଆମ ମନ ଓ ଭାବର ଦେବତା ଚନ୍ଦ୍ର ଦେଖାଯା’ନ୍ତି ନାହିଁ ଏବଂ ଦୁର୍ବଳ ରହନ୍ତି । ତେଣୁ ବ୍ୟକ୍ତି କୌଣସି […]
ମାଘ ମାସର ଅମାବାସ୍ୟାକୁ ମୌନୀ ଅମାବାସ୍ୟା ବା ତ୍ରିବେଣୀ ଅମାବାସ୍ୟା କୁହାଯାଏ Read More »










