ପେଜ, ପଖାଳ ଓ ପ୍ରଭୁ ଜଗନ୍ନାଥ
ପେଜ, ପଖାଳ ଓ ପ୍ରଭୁ ଜଗନ୍ନାଥ ଶ୍ରୀଜଗନ୍ନାଥଙ୍କ ଭୋଗସାମଗ୍ରୀ ମଧ୍ୟରେ ଅନ୍ୟୂନ ପାଞ୍ଚ ପ୍ରକାରର ପଖାଳ ଭୋଗ ଶ୍ରୀଜଗନ୍ନାଥଙ୍କ ପଖାଳପ୍ରିୟତାର ନିଦର୍ଶନ ହୋଇଯାଇଛି। ଓଡ଼ିଆରେ ଗୋଟିଏ କଥା ଅଛି- “ଶାଗଖିଆକୁ ପେଜପିଆ ସହିପାରେ ନାହିଁ।” ଏହାର ଅର୍ଥ- ଯିଏ ପେଜ ପିଇ ଜୀବନ ବଞ୍ଚୁଥାଏ, ଅର୍ଥାତ୍ ଅତି ଗରିବ, ସିଏ ଶାଗ-ପଖାଳ ଖାଇ ବଞ୍ଚୁଥିବା ଗରିବ ଲୋକଟିକୁ ଈର୍ଷା କରେ। କିନ୍ତୁ ଏଇ ପେଜ ଓ ପଖାଳ ଏ ଜାତିର ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥଙ୍କ କଥା ଓ […]
ପେଜ, ପଖାଳ ଓ ପ୍ରଭୁ ଜଗନ୍ନାଥ Read More »










