ମହା ଶିବରାତ୍ରି
⚫ ମହା ଶିବରାତ୍ରି ⚫ ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର ‘ମାଘସ୍ନାନ’ ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ […]










