ବକ ପଞ୍ଚକ କଥା ….
ବକ ପଞ୍ଚକ କଥା …. ଧୋବ ଫରଫର ସୁଧାର ପକ୍ଷୀଟିଏ ବଗ l ବଗକୁ ଆମିଷଭୋଜି ପ୍ରାଣୀଟିଏ ବୋଲି ସଭିଏଁ ଜାଣନ୍ତି l ମାଛ ତାହାର ମୁଖ୍ୟ ଆହାର l ମୁଣ୍ଡରେ ବାବାଜୀ ଭଳି ଚୁରକି l ମାଛ ଖାଇ ବାବାଜୀ l ଏଣୁ ଆମିଷ ଭୋଜି ଭଣ୍ଡ ସାଧୁ ସନ୍ନ୍ୟାସୀ ମାନଙ୍କୁ ଆମେ କହି ଥାଉ ବଗୁଲା ଭଗତ l ଆମ ପୁରାଣ ସାହିତ୍ୟରେ କିନ୍ତୁ ଏହି ବକପକ୍ଷୀ କଥାର ସୁନ୍ଦର ଅବତାରଣା ରହିଛି l […]










