ବାସି ରଥ

ବାସି ରଥ ସାରଦା ପ୍ରସାଦ ମିଶ୍ର ଉତ୍କଳ ଜାହ୍ନବୀ ମହାନଦୀ ଶାଖାଭଣ୍ଡୁଆ ଓ ବଡ ନଦୀଏ ଦୁଇ ତଟିନୀ ମଧ୍ୟେ ଥିବା କ୍ଷେତ୍ରକୁଜଙ୍ଗ ନାମେ ପ୍ରସିଦ୍ଧି ।ମହୋଦଧି ସନ୍ନିକଟ ଏହି ଭୂମି‘ଅଶ୍ଵତ୍ଥ କ୍ଷେତ୍ର ‘ ର ନାମେପ୍ରସାରିତ ଲଭେ ଜନ ମୁଖେ ଆଜିଇତିହାସ ତାହା ଜାଣେ ।ବଙ୍ଗଳ। ନବାବ ସୁଲେମାନ କର।ଣୀତାଙ୍କ ଥାଟ ସେନାପତିକଳା ପାହାଡ଼ ନାମଧାରୀ ନିଷ୍ଠୁରହିନ୍ଦୁ ବିଦ୍ଵେଷୀ ବ୍ୟକ୍ତି ।ଆକ୍ରମଣ କରି ପୁରୀ ଶ୍ରୀମନ୍ଦିରୁବିଗ୍ରହ ମାନଙ୍କୁ ଧରିହସ୍ତୀ ପରେ ରଖି ସୈନ୍ୟ ସେନା ସହଉତ୍କଳ … Continue reading ବାସି ରଥ