ଓଡ଼ିଶା
ଖାରବେଳଙ୍କ ତିଆରି ହାତୀଗୁମ୍ଫାରେ ଥିବା ଶିଳାଲେଖ, ଉଦୟଗିରିଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ […]










