ll କାଞ୍ଜିଅଅଁଳା ଓଷା ll
⚫❗⚫ll କାଞ୍ଜିଅଅଁଳା ଓଷା ll ll ବିଧିବିଧାନ ll ମାର୍ଗଶୀର ମାସ କୃଷ୍ଣ ପକ୍ଷ ନବମୀ ଦିନ ସକାଳୁ ନାରୀମାନେ ସ୍ନାନ ସାରି ଦିନ ସାରା ଉପବାସ କରିଥାନ୍ତି । ସନ୍ଧ୍ୟା ବେଳେ ନିଜ ଅଗଣାରେ ତୁଳସୀ ଚଉରା ମୂଳରେ ପୋଖରୀ ପରି ଗୋଟିଏ ଛୋଟ ଚାରିକୋଣିଆ ଗାତ ଖୋଳି ତହିଁରେ ପାଣି ଭରିଥାନ୍ତି । ପୋଖରୀରୁ ଛୋଟ ଛୋଟ ମାଛ ଆଣି ଏଥିରେ ଛାଡ଼ିଥାନ୍ତି । ଏହି ଗାତ ଚାରିପଟେ ବାଳୁଙ୍ଗା ଧାନ ପୋତିଥାନ୍ତି । […]
ll କାଞ୍ଜିଅଅଁଳା ଓଷା ll Read More »









