Jaganath

sabitrī-brata-kahani-odia

ସାବିତ୍ରୀ ପୁରାଣ ॥

ସାବିତ୍ରୀ ପୁରାଣ ॥ ବନ୍ଦଇ ଦେବ ନାରାୟଣ । ଅନାଦି ପରମ କାରଣ ॥ଜଗତ ହିତେ ଦେହଧାରୀ । ଧରାରେ ଧର୍ମ ରକ୍ଷାକାରୀ ॥ସକଳ ବ୍ରତର କାରଣ । ଶ୍ରୀକୃଷ୍ଣ ସ୍ୱୟଂ ଭଗବାନ ॥କୃଷ୍ଣଙ୍କୁ ଯୁଧିଷ୍ଠିର ଦିନେ । ପଚାରି ଦେଲେ ସଖାପଣେ ॥କୁହ ହେ ଜଗତ ଗୋସାଇଁ । ଜଗତ ହିତେ ଦୟାବହି ॥କି ବ୍ରତ କଲେ ନାରୀମାନେ । ହୋଇବେ ସୁଖୀ ସବୁଦିନେ ॥ଶଙ୍ଖା ସିନ୍ଦୂର ବଜ୍ର ହେବ । କୋଳରେ ଶିଶୁ ଖେଳୁଥିବ

ସାବିତ୍ରୀ ପୁରାଣ ॥ Read More »