ସୁଜାତା ରାଉତଙ୍କ ବିଜେଡିରେ ଯୋଗଦାନ
ସୁଜାତା ରାଉତଙ୍କ ବିଜେଡିରେ ଯୋଗଦାନ : ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ଲୋକନାଥ ମିଶ୍ର ଆଜି ସକାଳୁ ସକାଳୁ ଇଂଲଣ୍ଡରେ ଥାଇ ଟେଲିଭିଜନ୍ ଚ୍ୟାନେଲ ମାଧ୍ୟମରେ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଖବର ଜାଣିବାକୁ ପାଇଲି। ଓଡ଼ିଶା କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ରାଉତ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି। ଏହି ଘଟଣା କେବଳ ଜଣେ ଅବସରପ୍ରାପ୍ତ ଅଧିକାରୀଙ୍କ ରାଜନୀତିରେ ପ୍ରବେଶ ନୁହେଁ, ବରଂ ଓଡ଼ିଶାର ଭବିଷ୍ୟତ ରାଜନୈତିକ […]
ସୁଜାତା ରାଉତଙ୍କ ବିଜେଡିରେ ଯୋଗଦାନ Read More »

