ଶାମ୍ବ ଦଶମୀ..
. *ଶାମ୍ବ ଦଶମୀ….* ✤●○●○●○✤‼️✤○●○●○●✤ *ସୌଜନ୍ୟ: ଆଧ୍ୟାତ୍ମ ଜଗତ ହ୍ବାଟ୍ସଆପ୍ ଗୃପ୍* ✤●○●○●○✤♾️✤○●○●○●✤ *══━━━━✥◈❤️◈✥━━━━══* ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ […]

